ବଲାଙ୍ଗୀର-ସୋନପୁର ସଡ଼କ ଦୁର୍ଘଟଣା: ପୋଲିସ ହାତରେ ଧରାପଡ଼ିଲେ ଫେରାର ଥିବା ଇନ୍ସପେକ୍ଟର ସ୍ନିଗ୍ଧାରାଣୀ
ସୋନପୁର (କେନ୍ୟୁଜ): ଶେଷରେ ସୋନପୁର ପୋଲିସ ହାତରେ ବଲାଙ୍ଗୀରରୁ ଗିରଫ ହେଲା ଦୁର୍ଘଟଣା ଘଟାଇ ଫେରାର ମାରିଥିବା କାର ଚାଳକ । ଆଜି ସକାଳୁ ସୋନପୁର-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥ ବଡବାହାଲି ଛକ ନିକଟରେ ଏକ ଅଟୋକୁ ଧକ୍କା ଦେଇଥିଲା ଆର୍ଟିଗା କାର । ଦୁର୍ଘଟଣାରେ ୩ ଜଣଙ୍କର ଘଟଣାସ୍ଥଳରେ…