Browsing Tag

illegal cracker

କଟକ: ଦୀପାବଳି ପୂର୍ବରୁ ବେଆଇନ୍‌ ବାଣ କାରଖାନା ଉପରେ ପୋଲିସର ଚଢ଼ାଉ, ୫ ଟ୍ରକରୁ ଅଧିକ ବିସ୍ଫୋରକ ସାମଗ୍ରୀ ଜବତ

କଟକ(କେନ୍ୟୁଜ୍): ଦୀପାବଳି ପୂର୍ବରୁ ବେଆଇନ୍‌ ବାଣ କାରଖାନାରେ କମିସନରେଟ୍‌ ପୋଲିସର ଚଢ଼ାଉ । କଟକ ଚୌଦ୍ୱାର ଥାନା ଅଞ୍ଚଳରେ ପୋଲିସ ଅତର୍କିତ ଚଢ଼ାଉ କରି ୫ ଟ୍ରକରୁ ଊର୍ଦ୍ଧ୍ୱ ଦେଶୀ ବାଣ, ବାରୁଦ, ବିସ୍ଫୋରକ ସାମଗ୍ରୀ ଜବତ କରିଛି । ଜବତ ସାମଗ୍ରୀର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କାରୁ ଅଧିକ…