ବ୍ରହ୍ମଗିରିରେ ମୁଖ୍ୟମନ୍ତ୍ରୀ, ୫ଶହ କୋଟି ଟଙ୍କାର ଉନ୍ନତି ମୂଳକ କାର୍ଯ୍ୟର କଲେ ଉଦଘାଟନ
ବ୍ରହ୍ମଗିରି(କେନ୍ଯୁଜ୍) : ପୁରୀ ଜିଲ୍ଲା ପାଇଁ BSKY ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବ୍ରହ୍ମଗିରିର କେରାଣ୍ଡିଆରେ ଏହି ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୧୧ ବ୍ଲକ ପାଇଁ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ ହୋଇଛି । ବିଜୁ…