Browsing Tag

increased

ସରକାରୀ କର୍ମଚାରୀଙ୍କ ପାଇଁ ବଢିଲା ଗୃହ ନିର୍ମାଣ ଋଣ ସହାୟତା ପରିମାଣ, ୮ ପ୍ରତିଶତ ସୁଧରେ ପାଇବେ ୪୦ ଲକ୍ଷ ଟଙ୍କା…

ଭୁବନେଶ୍ୱର (କେନ୍ୟୁଜ): ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶିକୁ ୨୫ ଲକ୍ଷ ଟଙ୍କାରୁ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ସୁଧ ହାର ପରିମାଣ ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି। ଏହି ଋଣ ୬୦-୪୦…

ଭିତରକନିକାରେ ବଢ଼ିଛି ପକ୍ଷୀ ସଂଖ୍ୟା, ଚଳିତବର୍ଷ ୨୩ଟି ପ୍ରଜାତିର ୨୦୧୫ଟି ପକ୍ଷୀ ଅଧିକ ଆସିଛନ୍ତି

କେନ୍ଦ୍ରାପଡା (କେନ୍ୟୁଜ): ଭିତରକନିକାରେ ବଢ଼ିଛି ପକ୍ଷୀ ସଂଖ୍ୟା। ଭିତରକନିକା ଜାତୀୟ ଉଦ୍ୟାନ ଓ ରାଜନଗର ବନଖଣ୍ଡରେ ଚଳିତବର୍ଷର ବିଦେଶାଗତ ପକ୍ଷୀ ଗଣନା ଶେଷ ହୋଇଛି । ମୋଟ ୧ଲକ୍ଷ ୩୮ ହଜାର ୧୦୭ଟି ପକ୍ଷୀ ଗଣନା କରାଯାଇଛି । ଗତବର୍ଷ ୧୨୧ ପ୍ରଜାତିର ୧ ଲକ୍ଷ ୩୬ ହଜାର ୯୨ଟି ପକ୍ଷୀ ଆସିଥିଲେ ।…