ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-ଟେ୍ଵଣ୍ଟି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା
କେନ୍ୟୁଜ୍(ବ୍ୟୁରୋ): ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-ଟେ୍ଵଣ୍ଟି ସିରିଜ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ରୋହିତ ଶର୍ମା ଟିମ୍ ଇଣ୍ଡିଆର ନେତୃତ୍ୱ ନେବେ । ପାଞ୍ଚ ଟିକିଆ ସିରିଜ ପାଇଁ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି । ଗତ କିଛି ସିରିଜରେ ବିରାଟଙ୍କ ଖରାପ ଫର୍ମକୁ ନେଇ ଅନେକ ଚର୍ଚ୍ଚା…