Browsing Tag

india corona cases

ଦେଶରେ ୩ ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ ସବୁ ରେକର୍ଡକୁ ଭାଙ୍ଗି ଦେଇଛି। ୩ ଲକ୍ଷ ଟପିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୧ ହଜାର ୪୫୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୩୮୬ ଜଣଙ୍କ ଜୀବନ ନେଇଛ ମାରାତ୍ମକ ଭାଇରସ । ଏଥିସହ ଦେଶରେ କରୋନା ମୃତ୍ୟୁସଂଖ୍ୟା ୮ ହଜାର…