୧୦ମ୍ ପାସ୍ କରିଥିବା ଯୁବପିଢିଙ୍କ ପାଇଁ ଖୁସି ଖବର, ଡାକ ବିଭାଗରେ ଖାଲିପଡିଛି ୪୦ ହଜାର ଜିଡିଏସ ପଦବୀ
ଦଶମ ପାସ୍ କରି ଭଲ ଚାକିରି ଖୋଜୁଛନ୍ତି କି ? ତେବେ ଆପଣଙ୍କ ପାଇଁ ଖୁସି ଖବର । ଭାରତୀୟ ଡାକ ବିଭାଗରେ ଗ୍ରାମୀଣ ଡାକ ସେବକ(ଜିଡିଏସ) ପଦରେ ନିଯୁକ୍ତି ପାଇଁ ଆବେଦନ ପତ୍ର ଗ୍ରହଣ କରୁଛି। ଦଶମ ପାସ୍ କରିଥିବା ଆଶାୟୀ ମାନଙ୍କ ପାଇଁ ଏହା ସୁବର୍ଣ୍ଣ ସୁଯୋଗ । ବ୍ରାଞ୍ଚ ପୋଷ୍ଟ ମାଷ୍ଟର ଏବଂ…