ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ହେଲେ ଜଷ୍ଟିସ୍ ଉଦୟ ଉମେଶ ଲଳିତ, ନିଯୁକ୍ତ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଦେଶର ୪୯ ତମ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ ହେଲେ ଜଷ୍ଟିସ ଉଦୟ ଉମେଶ ଲଳିତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଦେଶର ପ୍ରଧାନ ବିଚାରପତି ଭାବେ ଚୟନ କରିଛନ୍ତି। ଜଷ୍ଟିସ୍ ୟୁୟୁ ଲଳିତ ସୁପ୍ରିମକୋର୍ଟର ଅନ୍ୟତମ ବରିଷ୍ଠ ଜଜ୍ ଭାବେ କାର୍ଯ୍ୟ କରୁଥିଲେ। ଜଷ୍ଟିସ୍ ଲଳିତ…