ଭୁବନେଶ୍ୱରରେ ଭାରତ ଓ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍, ହୋଟେଲରେ ଖେଳାଳିଙ୍କୁ ଭବ୍ୟ ସ୍ୱାଗତ
ଭୁବନେଶ୍ୱର(କେନ୍ୟୁଜ): ବାରବାଟୀ ଟି-ଟେ୍ଵଣ୍ଟି ମ୍ୟାଚ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍। ବିମାନ ବନ୍ଦରରେ ଦୁଇ ଦଳର ଖେଳାଳି ପହଞ୍ଚିବା ପରେ ଭିଭିଆଇପି ଗେଟ ଦେଇ ବାହାରିଥିଲେ। ସେଠାରୁ କଡ଼ା ସୁରକ୍ଷାରେ ସ୍ପେଶାଲ କାର୍କେଡରେ ମେ' ଫେୟାର ହୋଟେଲ…