ଭାରତ ବନାମ ଅଷ୍ଟ୍ରେଲିଆ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ ଟିମ୍ ଘୋଷଣା, ଏହି ଖେଳାଳିଙ୍କୁ ମିଳିଲା ସ୍ଥାନ
ଆଇପିଏଲ୍ -୨୦୨୦ ଶେଷ ହେବା ପରେ ଦୁବାଇରୁ ସିଧା ଅଷ୍ଟ୍ରେଲିଆ ଅଭିମୁଖେ ଯାତ୍ରା ଆରମ୍ଭ କରିଛି ଟିମ୍ ଇଣ୍ଡିଆ। ବୁଧବାର ବିରାଟ ବାହିନୀ ଅଷ୍ଟ୍ରେଲିଆ ବାହାରିଥିବା ନେଇ ବିସିସିଆଇ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି। ବିସିସିଆଇ ପକ୍ଷରୁ ଟ୍ବିଟ୍ କରି ଲେଖାଯାଇଛି, ‘ ଟିମ୍ ଇଣ୍ଡିଆ ବ୍ୟାକ୍।’…