ଚେନ୍ନାଇରେ ଆଜିଠୁ ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି ଟିମ୍ ଇଣ୍ଡିଆ
ଚେନ୍ନାଇ: ଚେନ୍ନାଇରେ ଆଜିଠୁ ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ । ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି ଟିମ୍ ଇଣ୍ଡିଆ । ପ୍ଲେଇଂ ଇଲେଭେନରେ ଅକ୍ଷର ପଟେଲ ଓ କୁଲଦୀପ ଯାଦବ, ମହମ୍ମଦ ସିରାଜଙ୍କୁ ସ୍ଥାନ ମିଳିଛି । ପ୍ରଥମ ମ୍ୟାଚ୍ ହାରିଥିବାରୁ ଦ୍ୱିତୀୟ ଟେଷ୍ଟ ଜିତି ସିରିଜ୍କୁ…