Browsing Tag

kiss

କିସ୍ ଓ ଆମେରିକା ସିଟି ୟୁନିଭରସିଟି ମଧ୍ୟରେ ବୁଝାମଣା: ଶୈକ୍ଷିକ ଓ ଗବେଷଣା କ୍ଷେତ୍ରରେ ଉଭୟ ଶିକ୍ଷାନୁଷ୍ଠାନ ମିଳିତ…

ଭୁବନେଶ୍ବର(କେନ୍ୟୁଜ୍):  କିସ୍ ବିଶ୍ୱବିଦ୍ୟାଳୟ ଓ ଆମେରିକା ନିଉୟର୍କ ସିଟି ୟୁନିଭରସିଟି ଅଧୀନସ୍ଥ ବ୍ରୋଙ୍କ୍‌ସ କମ୍ୟୁନିଟି କଲେଜ ମଧ୍ୟରେ ଶନିବାର ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି । କିସ୍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିସ୍ ବିଶ୍ୱବିଦ୍ୟାଳୟ…

କିସ୍‌ରେ ଡ. ଅଚ୍ୟୁତ ସାମନ୍ତଙ୍କ ଅନନ୍ୟ ଶିକ୍ଷାଦାନ କୌଶଳ ଆଜି ସମଗ୍ର ବିଶ୍ୱରେ ସ୍ୱୀକୃତି ଲାଭ କରିଛି

ଭୁବନେଶ୍ୱର (କେନ୍ୟୁଜ୍‌) : କିସ୍ ହେଉଛି ଭାରତର ଏକମାତ୍ର ଶିକ୍ଷାନୁଷ୍ଠାନ ଯାହାକି ୨୦୧୩ରେ ମାତୃଭାଷା ଭିତ୍ତିକ ବହୁଭାଷୀ ପ୍ରାଥମିକ ଶ୍ରେଣୀଗୃହ ଶିକ୍ଷାଦାନ ପ୍ରଣାଳୀ ଆରମ୍ଭ କରିଥିଲା। ପ୍ରଥମ ଶ୍ରେଣୀରେ ନାମ ଲେଖାଉଥିବା ଶିଶୁମାନଙ୍କୁ ସେମାନଙ୍କ କଥିତ ଓ ପ୍ରଚଳିତ ଭାଷାରେ ଶିକ୍ଷାଦାନ…

କିସ୍‌କୁ ବିଶ୍ୱର ଶ୍ରେଷ୍ଠ ସାକ୍ଷରତା ପୁରସ୍କାର: ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ‘କିସ୍’ ବିଶ୍ୱର…

ଭୁବନେଶ୍ବର(କେନ୍ୟୁଜ୍):ଜାତିସଂଘ ପକ୍ଷରୁ କିସ୍‌କୁ ବିଶ୍ୱର ଶ୍ରେଷ୍ଠ ସାକ୍ଷରତା ପୁରସ୍କାର। ଆଜି କିସ୍‌ ସମେତ ସମଗ୍ର ବିଶ୍ୱରେ ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳିତ ହେଉଥିବା ବେଳେ କିସ୍‌କୁ  ମିଳିଛି ବିଶ୍ୱସ୍ତରରେ ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ। ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ…

କିସରେ ପାଳନ ହେବ ଆଜାଦୀ କା ଅମୃତ ମହୋତ୍ସବ, ୩୦ ହଜାର ଛାତ୍ରଛାତ୍ରୀ ଏକତ୍ର ଭାବେ କରିବେ ପାଳନ

ଭୁବନେଶ୍ୱର(କେନ୍ୟୁଜ) : କିସରେ ପାଳନ ହେବ ଆଜାଦୀ କା ଅମୃତ ମହୋତ୍ସବ। ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ଦେଶବ୍ୟାପୀ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ ହର୍ ଘର୍ ତିରଙ୍ଗା ଅଭିଯାନ ଆରମ୍ଭ ହୋଇଛି। ଏହି ଉପଲକ୍ଷେ ୧୪ ତାରିଖରେ ବିଶ୍ୱର ସର୍ବବୃହତ ଜନଜାତି…

କିସ୍‌ ବିଶ୍ୱବିଦ୍ୟାଳୟରେ ଆଜି ଅନୁଷ୍ଠିତ ହୋଇଛି ବିଶ୍ୱ ଜନଜାତି ଦିବସ, ଟ୍ରାଇବାଲ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟର…

ଭୁବନେଶ୍ବର(କେନ୍ୟୁଜ୍):କିସ୍‌ ବିଶ୍ୱବିଦ୍ୟାଳୟରେ ଆଜି ଅନୁଷ୍ଠିତ ହୋଇଛି ବିଶ୍ୱ ଜନଜାତି ଦିବସ । ଏହି ଅବସରରେ ଆୟୋଜିତ ହୋଇଥିବା ଏକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଟ୍ରାଇବାଲ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟର ନିର୍ଦ୍ଦେଶକ ଡ. ଅଖିଳ ବିହାରୀ ଓତା । ଆଦିବାସୀମାନଙ୍କର ସାମାଜିକ…

+୨ ବିଜ୍ଞାନ ଓ ବାଣିଜ୍ୟରେ ପରୀକ୍ଷାରେ କିସ୍‍ର ଶତ ପ୍ରତିଶତ ସଫଳତା, ବିଜ୍ଞାନରେ ମୀନାକ୍ଷୀ ମଲ୍ଲିକ ଓ ବାଣିଜ୍ଯରେ…

ଭୁବନେଶ୍ୱର (କେନ୍ୟୁଜ): +୨ ବିଜ୍ଞାନ ଓ ବାଣିଜ୍ୟରେ କିସ୍‌ର ଶତ ପ୍ରତିଶତ ସଫଳତା। କନ୍ଧମାଳ ଝିଅ ମୀନାକ୍ଷୀ ସ୍କୁଲ୍‌ ଟପ୍ପର। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ବିଜ୍ଞାନ ବାଣିଜ୍ୟ ପରୀକ୍ଷାରେ ଭୁବନେଶ୍ୱର କିସ୍‌ ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି।…

କିସ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପାଇଁ ବିଜୟ ଉତ୍ସବ, ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ୩୦ ହଜାର ଛାତ୍ରଛାତ୍ରୀ

ଭୁବନେଶ୍ବର(କେନ୍ୟୁଜ୍):  ଦେଶର ପଞ୍ଚଦଶ ରାଷ୍ଟ୍ରପ୍ରତି ଭାବେ ଓଡ଼ିଶା ମାଟିର ଗର୍ବ ଓ ଗୌରବ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ବିଶ୍ଵର ସର୍ବବୃହତ ଜନଜାତି ଶିକ୍ଷାନୁଷ୍ଠାନ କିସ୍ ପକ୍ଷରୁ ବିଜୟ ଉତ୍ସବ ପାଳନ କରାଯାଇଛି। ସୋମବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କିସ୍‌ର ୩୦ ହଜାର…

କିସ୍‌ରେ ନିଯୁକ୍ତି ପାଇଲେ ୨୫୦ ଶିକ୍ଷକ ଶିକ୍ଷୟିତ୍ରୀ: ନିଯୁକ୍ତିପତ୍ର ପ୍ରଦାନ କଲେ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ…

କେନ୍ୟୁଜ୍(ବ୍ୟୁରୋ):କିସ୍‌ରେ ନିଯୁକ୍ତି ପାଇଲେ ୨୫୦ ଶିକ୍ଷକ ଶିକ୍ଷୟିତ୍ରୀ। ଆଜି ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନବନିଯୁକ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ନିଯୁକ୍ତିପତ୍ର ପ୍ରଦାନ କରିଥିଲେ । ଏହି ଶିକ୍ଷକ ଶିକ୍ଷୟିତ୍ରୀମାନେ…

ସନ୍ତରଣର ବିକାଶ ନେଇ କିସ୍‌ ଓ ଗ୍ଲେନ୍‌ମାର୍କ ଫାଉଣ୍ଡେସନ୍‌ ମଧ୍ୟରେ ବୁଝାମଣା: ଓଡ଼ିଶାରୁ ବାହାରିବେ ବିଶ୍ୱସ୍ତରୀୟ…

କେନ୍ୟୁଜ୍(ବ୍ୟୁରୋ):  ଓଡ଼ିଶାରୁ ବାହାରିବେ ବିଶ୍ୱସ୍ତରୀୟ ସନ୍ତରଣକାରୀ। ସନ୍ତରଣର ବିକାଶ ନେଇ କିସ୍‌ ଓ ଗ୍ଲେନ୍‌ମାର୍କ ଫାଉଣ୍ଡେସନ୍‌ ମଧ୍ୟରେ ବୁଝାମଣା। ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ସନ୍ତରଣ ପ୍ରତିଯୋଗିତା ନିମନ୍ତେ ତୃଣମୂଳସ୍ତରରୁ ସନ୍ତରଣକାରୀ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ…

କିସ୍‌ ଶ୍ରୀବାଣୀକ୍ଷେତ୍ରରେ ମହାସମାରୋହରେ ସଂପନ୍ନ ହେଲା ସୁନାବେଶ, ଶ୍ରୀଜିଉଙ୍କ ରାଜ ରାଜେଶ୍ୱର ବେଶ ଦେଖିଲେ ଭକ୍ତ

ଭୁବନେଶ୍ୱର (କେନ୍ୟୁଜ): ପ୍ରତିବର୍ଷ ପରି ଚଳିତ ବର୍ଷ କିସ୍ ପରିସରସ୍ଥ ଶ୍ରୀବାଣୀକ୍ଷେତ୍ର ମନ୍ଦିର ପ୍ରାଙ୍ଗଣରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ମାଆ ଶୁଭଦ୍ରାଙ୍କ ସୁନାବେଶ ସୁରୁଖୁରୁରେ ସଂପନ୍ନ ହୋଇଯାଇଛି। ଏଠାରେ ତିନିଠାକୁରଙ୍କ ବାହୁଡ଼ା ଯାତ୍ରା ମଧ୍ୟ ମହାଆଡ଼ମ୍ବରରେ ସଂପନ୍ନ ହୋଇଥିଲା।…

କିସ୍ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଲେ ମହାପ୍ରଭୁ, ଗୁଣ୍ଡିଚା ମନ୍ଦିରରୁ ରଥ ଭିଡି ଜଗନ୍ନାଥ ମନ୍ଦିରରେ ଲଗାଇଲେ ଭକ୍ତ

ଭୁବନେଶ୍ୱର(କେନ୍ୟୁଜ୍): ଦୀର୍ଘ ନବଦିନ ଯାତ୍ରା ସାରି ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରା ବାହୁଡ଼ାରେ ଶ୍ରୀବାଣୀକ୍ଷେତ୍ରକୁ ବାହୁଡ଼ିଛନ୍ତି। ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଆଡ଼ମ୍ବରପୂର୍ଣ୍ଣ ଭାବେ ଶେଷ ହୋଇଛି। ପୂର୍ବାହ୍ନରେ ମଙ୍ଗଳ ଆରତୀ, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ,…

କିସ୍‌ରେ ମାଟ୍ରିକ୍ ଫଳାଫଳ ଶତ ପ୍ରତିଶତ, ଜ୍ୟୋତ୍ସ୍ନା କିଷାନ ସର୍ବାଧିକ ନମ୍ବର ରଖି ସ୍କୁଲ୍‍ ଟପ୍ପର

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ଏଥିରେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି । ସ୍କୁଲ୍‍ର ୧୦୨୫ ଛାତ୍ରଛାତ୍ରୀ ୬୦ପ୍ରତିଶତରୁ…