Browsing Tag

konark mahotsava

କୋଣାର୍କ ମୁକ୍ତାକାଶ ରଙ୍ଗ ମଞ୍ଚରେ କୋଣାର୍କ ମହୋତ୍ସବ ଉଦଘାଟିତ

ପୁରୀ (କେନ୍ୟୁଜ୍) : କୋଣାର୍କ ମୁକ୍ତାକାଶ ରଙ୍ଗ ମଞ୍ଚରେ ଉଦଘାଟିତ ହୋଇଛି କୋଣାର୍କ ମହୋତ୍ସବ । ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ସଂସ୍କୃତି ଓ ପର‌୍ୟ୍ୟଟନ ମନ୍ତ୍ରୀ ଆଶୋକ ପଣ୍ଡା । ପ୍ରଥମ ସନ୍ଧ୍ୟାରେ ଭୁବନେଶ୍ୱରର ଦୁର୍ଗାଚରଣ ରଣବୀର ଓ ତାଙ୍କ ଗ୍ରୁପ୍ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ ।…