Browsing Tag

krushi odisha

ଉଦଘାଟିତ ହେଲା କୃଷି ଓଡିଶା ୨୦୨୧, ଭର୍ଚୁଆଲ ମୋଡ଼ରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ୟୁଜ୍(ବ୍ୟୁରୋ):  ଉଦଘାଟିତ ହେଲା କୃଷି ଓଡିଶା ୨୦୨୧ । ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆରମ୍ଭ ହୋଇଥିବା ଏହି ରାଜ୍ୟସ୍ତରୀୟ  "କୃଷି ଓଡିଶା"କୁ ଭର୍ଚୁଆଲ ମୋଡ଼ରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚାଷୀଙ୍କ ସାଥିରେ ରହିଛି, ସେମାନଙ୍କ ପାଇଁ କାମ କରୁଛି ବୋଲି…