Browsing Tag

krushna balaram besha

ଆଜି ଶ୍ରୀମନ୍ଦିରରେ କୃଷ୍ଣବଳରାମ ବେଶରେ ଦର୍ଶନ ଦେବେ ମହାପ୍ରଭୁ, ୪ ଦିନ ଧରି ଚାଲିଥିବା କୃଷ୍ଣ ଭାବାତ୍ମକ ବେଶର ହେବ…

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣବଳରାମ ବେଶ ଅନୁଷ୍ଠିତ ହେବ । ୪ ଦିନ ଧରି ଚାଲିଥିବା କୃଷ୍ଣ ଭାବାତ୍ମକ ବେଶର ଆଜି ଶେଷ ଦିନ । ପରମ୍ପରା ଅନୁଯାୟୀ ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ଏହି କୃଷ୍ଣ ବଳରାମ ବେଶରେ ପ୍ରଭୁ ଜଗନ୍ନାଥ ଓ ବଳଭଦ୍ରଙ୍କୁ ସଜ୍ଜିତ କରାଯାଇଥାଏ ।…