Browsing Tag

labour wages hike

ଶ୍ରମିକ ଦିବସ ପୂର୍ବରୁ ଶ୍ରମିକମାନଙ୍କୁ ଉପହାର, ମହଙ୍ଗା ଭତ୍ତା ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ବର(କେନ୍ୟୁଜ୍):  ଶ୍ରମିକ ଦିବସ ପୂର୍ବରୁ  ଶ୍ରମିକମାନଙ୍କୁ ଉପହାର ଦେଲେ ରାଜ୍ୟସରକାର। ୮୯ଟି କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକମାନଙ୍କ ପାଇଁ ମହଙ୍ଗା ଭତ୍ତା  ୧୧ ଟଙ୍କା ଲେଖାଏଁ ବୃଦ୍ଧି କରିଛନ୍ତି। ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ ରାଜ୍ୟର…