Browsing Tag

labourers sleep

ରାସ୍ତାକଡରେ ଶୋଇଥିବା ଶ୍ରମିକଙ୍କ ଉପରେ ମାଡିଗଲା ଟ୍ରକ: ୮ ମୃତ

ଗୁଜରାଟ: ଗୁଜରାଟର ଆମରେଲିରେ ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତାକଡରେ ଶୋଇଥିବା ଶ୍ରମିକଙ୍କ ଉପରେ ଟ୍ରକ ମାଡିଯିବା ଫଳରେ ୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି। ସମସ୍ତ ଆହାତଙ୍କ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ଖବର ଅନୁସାରେ ସୋମବାର ଭୋର…