Browsing Tag

land less farmer

୧୮ ଲକ୍ଷ ଭୂମିହୀନ କୃଷକ ପରିବାରକୁ ୩୮୬ କୋଟି ଟଙ୍କାର କୋଭିଡ ସହାୟତା ଦେଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ  ଆଜି କାଳିଆ ଯୋଜନା ଅନ୍ତର୍ଗତ ଭୂମିହୀନ କୃଷକ ପରିବାର ମାନଙ୍କୁ ୩୮୬ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏହାଦ୍ବାରା ୧୮ ଲକ୍ଷ ଭୂମିହୀନ କୃଷକ ପରିବାର ଉପକାର ପାଇବେ। ଏଥିରେ ପ୍ରତ୍ଯେକ ଭୂମିହୀନ…