Browsing Tag

law pressure

ଆସୁଛି ଆଉ ଏକ ଲଘୁଚାପ, ଆଜିଠୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ବର (କେନ୍ୟୁଜ୍) : ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭବାନା ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ଆଜିଠୁ ପୁଣି ବର୍ଷା ଆରମ୍ଭ ହୋଇଯିବ । ବୁଧବାର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ…