Browsing Tag

low pressure at bay of bengal

ପୁଣି ଲଘୁଚାପ, ବଙ୍ଗୋପସାଗରରେ ବଢୁଛି ଲଘୁଚାପ ସଂଖ୍ୟା

ନୂଆଦିଲ୍ଲୀ (କେନ୍ୟୁଜ) : ଲଘୁଚାପ ପରେ ଲଘୁଚାପ। ବଙ୍ଗୋପସାଗରରେ ବଢୁଛି ଲଘୁଚାପ ସଂଖ୍ୟା। ଗତମାସ ଏକାଧିକ ଲୋ ପ୍ରେସର ସୃଷ୍ଟି ହୋଇଥିଲା । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଏବେ ଅବପାତରେ ପରିଣତ ହୋଇଛି । ଏହି ଡିପ୍ରେସନ ପଶ୍ଚିମଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତାକାଲି ଭୋରରୁ…

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ନେଲା ଅବପାତର ରୂପ, ଓଡ଼ିଶା ଉପରେ ନାହିଁ ଏହାର କୌଣସି ପ୍ରଭାବ

ଭୁବନେଶ୍ବର : ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ନେଲା ଅବପାତର ରୂପ । ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଶ୍ରୀଲଙ୍କା ଓ ଦକ୍ଷିଣ ଭାରତ ଉପକୂଳ ଛୁଇଁବା ପୂର୍ବରୁ ସାଇକ୍ଲୋନିକ ଷ୍ଟର୍ମ ରୂପ ନେଇପାରେ । ଡିସେମ୍ବର ୨ତାରିଖ…

ଲଘୁଚାପ ପରେ ଲଘୁଚାପକୁ ନେଇ ଲୋକେ ଚିନ୍ତାରେ ଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ

କେନ୍ୟୁଜ୍(ବ୍ୟୁରୋ):  ଆସୁଛି ଆଉ ଏକ ଲଘୁଚାପ । ଲଘୁଚାପ ପରେ ଲଘୁଚାପକୁ ନେଇ ଲୋକେ ଚିନ୍ତାରେ ଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ । କେନ୍ଦ୍ରୀୟ ବଙ୍ଗୋପ ସାଗରରେ ୧୯ ତାରିଖ ବେଳକୁ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ୧୮ ଅକ୍ଟୋବର ମଧ୍ୟରେ ଦକ୍ଷିଣ ଚୀନ ସାଗରରୁ ଆଣ୍ଡାମାନ ସାଗର ମଧ୍ୟରେ…

ଆସୁଛି ଆଉ ଏକ ଲଘୁଚାପ: ଆସନ୍ତା ୧୨ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା! ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ଆସନ୍ତା ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା IMD ପକ୍ଷରୁ ସୂଚନା…

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି , ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପକୂଳ ନିକଟରେ ପହଂଚିଛି । ତାହା ପଶ୍ଚିମରୁ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଥିବା ଜଣାଯାଇଛି । ଏହି କାରଣରୁ ନବରଙ୍ଗପୁର ଓ ନୂଆପଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବେଗରେ…