Browsing Tag

low temperature

ହାଡ଼ଭଙ୍ଗା ଶୀତରେ ଅସ୍ତବ୍ୟସ୍ତ ଜନଜୀବନ , ଫୁଲବାଣୀରେ ତାପମାତ୍ରା ସର୍ବନିମ୍ନ

ଫୁଲବାଣୀ(କେନ୍ୟୁଜ୍) : ଜାଡ଼ରେ ଥରୁଛି ଓଡ଼ିଶା । ହାଡ଼ଭଙ୍ଗା ଶୀତରେ ଜନଜୀବନ ଅସ୍ତବ୍ୟସ୍ତ । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଶୀତର ପ୍ରକୋପ ଅଧିକ । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀ ରହିଥିବା ବେଳେ ଦାରିଙ୍ଗିବାଡ଼ିରେ ପାରଦ ୮ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି । ପ୍ରବଳ ଶୀତ…