Browsing Tag

maharaja shree bhanj deo

ଆଜି ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀ, ଟ୍ଵିଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ଜୟନ୍ତୀ । ଏହି ଅବସରରେ ଭୁବନେଶ୍ୱର ପାୱାର ହାଉସ୍‌ ଛକରେ ଥିବା ଭଞ୍ଜଦେଓଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଓ ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା…