Browsing Tag

odisha Weather

ଶିମିଳିପାଳ ଅଭୟାରଣ୍ୟରେ ତୁହାକୁ ତୁହା ବର୍ଷା, ପଡାଡିହାରେ ସର୍ବାଧିକ ୧୦୪.୧୪ ମିଲିମିଟର ରେକର୍ଡ

ବାରିପଦା(କେନ୍ୟୁଜ୍): ଲଗାଣ ବର୍ଷାରେ ବେହାଲ ମୟୂରଭଞ୍ଜ ଜିଲ୍ଲା । ଗତକାଲିଠାରୁ ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । ବିଶେଷ କରି ଶିମିଳିପାଳ ଅଭୟାରଣ୍ୟରେ ତୁହାକୁ ତୁହା ବର୍ଷା ହେଉଛି । ଶିମିଳିପାଳର ପଡାଡିହାରେ ସର୍ବାଧିକ ୧୦୪.୧୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଡୁକୁରାରେ…

ଲଘୁଚାପ ପ୍ରଭାବରେ ଓଡ଼ିଶା ପଶ୍ଚିମବଙ୍ଗ ସୀମାନ୍ତ ଦୀଘା ନିକଟରେ ଅଶାନ୍ତ ରହିଛି ସମୁଦ୍ର, ଉଠୁଛି ବଡ଼ ବଡ଼ ଜୁଆର

ଭୁବନେଶ୍ୱର(କେନ୍ୟୁଜ୍): ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ହୋଇ ପଡିଛି । ବଡ଼ ବଡ଼ ଜୁଆର ଉଠୁଛି । ଓଡ଼ିଶା ପଶ୍ଚିମବଙ୍ଗ ସୀମାନ୍ତ ଦୀଘା ନିକଟରେ ଅଶାନ୍ତ ରହିଛି ସମୁଦ୍ର । ମାଡ଼ି ଆସିଛି ବଡ଼ ବଡ଼ ଜୁଆର । ପାଖାପାଖି ୧୦ ଫୁଟ୍‌ ଉଚ୍ଚର ଜୁଆର ଉଠୁଛି । ରାସ୍ତା ଉପରକୁ ମାଡ଼ି ଆସିଛି ସମୁଦ୍ର ପାଣି ।…

କାଲିଠାରୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ, ୭ରେ ଲଘୁଚାପ

କେନ୍ୟୁଜ୍(ବ୍ୟୁରୋ): ୭ରେ ଲଘୁଚାପ। ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପ୍ରଭାବରେ ୭ ଏବଂ ୮ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ବର୍ଷାରେ…

ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି, ଦୁଇ ଦିନ ଯାଏ ରହିବ ଏମିତି ପାଗ

ଭୁବନେଶ୍ବର(କେନ୍ୟୁଜ୍): ଶ୍ରାବଣରେ ଧୁ ଧୁ ଖରା । ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି । ଖରାଦିନ ଭଳି ଲାଗୁଛି । ରାଜ୍ୟରେ ମୌସୁମୀ ଦୁର୍ବଳ ଯୋଗୁ ବର୍ଷା ପରିମାଣ କମିବା ସହ ଦିନର ତାପମାତ୍ରା ବଢୁଛି । ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଆସନ୍ତା ୨୪ ଘଣ୍ଟା ଯାଏ ରାଜ୍ୟର ଅନେକ…

ରାଜ୍ୟରେ ଆଜିଠୁ ଦୁଇ ଦିନ ପାଗ ଶୁଖିଲା ଓ ଖରାଟିଆ ରହିବ, ୨୧ରୁ ପୁଣି ବର୍ଷିବ

ଭୁବନେଶ୍ୱର(କେନ୍ୟୁଜ୍):  ୨୧ରୁ ପୁଣି ବର୍ଷିବ । ଦୁଇ ଦିନ ପାଗ ଶୁଖିଲା ଓ ଖରାଟିଆ ରହିବ । କିଛି ସ୍ଥାନରେ ସ୍ୱଳ୍ପ ବର୍ଷାର ସମ୍ଭାବନା ରହିଛି । ୨୧ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ । ପାଣିପାଗ କେନ୍ଦ୍ର କହିଛି, ଆସନ୍ତା ଦୁଇ ଦିନ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ ।…

୧୪ରୁ ୧୬ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍) : ୧୪ରୁ ୧୬ ଭୀଷଣ ବର୍ଷା। ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । ଆଜି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ବିଶେଷକରି ବଲାଙ୍ଗିର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ ଓ ଦେବଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ…

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା, ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର (କେନ୍ୟୁଜ୍): ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ । ପ୍ରବଳ ବର୍ଷା ପାଇଁ ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା,…

ଖରାରୁ ସାମାନ୍ୟ ଆଶ୍ବସ୍ତି : ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏବେ ସାମାନ୍ୟ ଆଶ୍ବସ୍ତି ନେଇ ଆସୁଛି ବର୍ଷା। ଆଗାମୀ ୩ ଦିନ ଯାଏଁ ରାଜ୍ୟରେ କାଳବୈଶାଖୀର ସମ୍ଭାବନା ରହିଥିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ଓଡ଼ିଶାର ୧୨ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ପଶ୍ଚିମ ଓଡ଼ିଶାର ୨ ଜିଲ୍ଲାରେ…

୭ରେ ଲଘୁଚାପ, ବାତ୍ୟା ନେଇ ସନ୍ଦେହ: ଆଞ୍ଚଳିକ ପାଣିପାଗର ସୂଚନା

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୭ରେ ଲଘୁଚାପ ସମ୍ଭାବନା । ଆସନ୍ତା ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳର ଉପରିଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର…

ଆସନ୍ତା ୧୮ ଓ ୧୯ରେ ରାଜ୍ୟର ଅନେକ ସ୍ଥାନରେ ମେଘାଚ୍ଛନ୍ନ ରହିବ ଆକାଶ, ୨୦ରେ ବର୍ଷା !

ଭୁବନେଶ୍ବର(କେନ୍ଯୁଜ୍): ଆସନ୍ତା ୧୮ ଓ ୧୯ରେ ରାଜ୍ୟର ଅନେକ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବ । ୨୦ରେ ବର୍ଷା ସମ୍ଭାବନା । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ଆସନ୍ତା ୧୮ରୁ ପୁଣି ବର୍ଷା ! ପଶ୍ଚିମା ଝଡ଼ ପ୍ରଭାବରେ ଭିଜିବ ରାଜ୍ୟ

ଭୁବନେଶ୍ବର(କେନ୍ଯୁଜ୍): ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ଭିଜିବ ରାଜ୍ୟ। ପଶ୍ଚିମ ହିମାଳୟ ଅଞ୍ଚଳରୁ ଆସୁଥିବା ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୧୮ ତାରିଖରୁ ବର୍ଷା ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ୧୮ ଓ…

ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍‌ସ ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା । ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍‌ସ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ ଓ ପୁରୀର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।…