ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲା କୁ ଅରେଞ୍ଜ…
ଭୁବନେଶ୍ୱର (କେନ୍ୟୁଜ): ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଦକ୍ଷିଣ ଝାଡଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡଖଣ୍ଡ ଏବଂ ଗଙ୍ଗୀୟ ପଶ୍ମିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାସହ ଜଡିତ…