Browsing Tag

Road accident in Bisamakatak

ବିଷମକଟକ ସଡ଼କ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ପରିବାର ପାଇଁ ଘୋଷଣା କଲେ ଅନୁକମ୍ପା ରାଶି

ଭୁବନେଶ୍ୱର : ଗତ ୧୩ ତାରିଖରେ ରାୟଗଡ଼ା-ଭବାନୀପାଟଣା ରାଜ୍ୟ ରାଜପଥର ବିଷମକଟକ ବ୍ଲକ ଅନ୍ତର୍ଗତ ମଞ୍ଜୁରକୁପା ନିକଟରେ ଘଟିଥିବା ସଡ଼କ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପାଇଁ ୨-୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ରାଶି ଘୋଷଣା…