Browsing Tag

road problem in malkangiri

ରାସ୍ତା ଖରାପ ଯୋଗୁଁ ଅଧା ବାଟରେ ଅଟକିଲା ଆମ୍ବୁଲାନ୍ସ , ଶେଷରେ ପୁଣି ଖଟିଆରେ ବୁହାହେଲେ ରୋଗୀ

କେନ୍ଦୁଝର: ପୁଣି ଖଟିଆରେ ବୁହାହେଲେ ରୋଗୀ । କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ ବସିରା ଗାଁରେ ଦେଖିବାକୁ ମିଳିଛି ଏହି ଭଳି ଏକ ଅଭାବନୀୟ ଘଟଣା । ବସିରା ଗାଁର ଜଣେ ବୃଦ୍ଧ ଅସୁସ୍ଥ ହେବାରୁ ଆମ୍ବୁଲାନ୍ସକୁ ଫୋନ କରାଯାଇଥିଲା । ହେଲେ ରାସ୍ତା ଖରାପ ଯୋଗୁଁ ଆମ୍ବୁଲାନ୍ସଟି ଗାଁ ଭିତରୁ…