Browsing Tag

road side

ଅପରିଚିତ ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ନା ଦୁର୍ଘଟଣା ଅସ୍ପଷ୍ଟ

ବ୍ରହ୍ମପୁର (କେନ୍ୟୁଜ୍): ବ୍ରହ୍ମପୁର ସହରର ପାଷ୍ଟ ଗେଟ୍ ନିକଟ ଭାରତ ପେଟ୍ରୋଲ ପମ୍ପ ସମ୍ମୁଖ ରାସ୍ତା କଡ଼ରେ ଜଣେ ବ୍ୟକ୍ତିଙ୍କ କ୍ଷତ ବିକ୍ଷତ ମୃତ ଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନଥିବା ବେଳେ ମୁଣ୍ଡଟି ସମ୍ପୁର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଶରୀରରେ ଅନେକ ଅଂଶରେ କ୍ଷତ…