Browsing Tag

Sachi_Routray

ଓଡ଼ିଆ ସାହିତ୍ୟରେ ଆଧୁନିକତାର ପ୍ରବର୍ତ୍ତକ ସଚ୍ଚି ରାଉତରାୟ, ଯିଏକି ପ୍ରାୟ ୭୫ ବର୍ଷ ଧରି ରଚନା କରିଥିଲେ ସାହିତ୍ୟ

ସଚ୍ଚିଦାନନ୍ଦ ରାଉତରାୟ ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର…