Browsing Tag

sahid divas

ମୟୁରଭଞ୍ଜ: ଗୁଣ୍ଡୁରିଆ ଠାରେ ଆଦିମ ଜନଜାତି ଆଦିବାସୀ ସମ୍ପ୍ରଦାୟ ପକ୍ଷରୁ ସହିଦ ଦିବସ ପାଳିତ

ରାଇରଙ୍ଗପୁର(କେନ୍ୟୁଜ୍): ମୟୂରଭଞ୍ଜ ଜିଲ୍ଲା ବହଳଦା ବ୍ଲକ ଅନ୍ତର୍ଗତ ଗୁଣ୍ଡୁରିଆ ଠାରେ ଆଦିମ ଜନଜାତି ଆଦିବାସୀ ସମ୍ପ୍ରଦାୟ ପକ୍ଷରୁ ସହିଦ ଦିବସ ପାଳିତ ହୋଇଯାଇଛି । ସହିଦ ଆଦିବାସୀ ମାନଙ୍କ ସ୍ମୃତିଚାରଣ କରିବା ପାଇଁ ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପାଳନ କରାଯାଇଛି ଏହି ସହିଦ ଦିବସ…